କଙ୍କରେଇରେ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ନିମନ୍ତେ ଭୂମି ପୂଜନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଛେଣ୍ଡିପଦା: ସ୍ଥାନୀୟ ଛେଣ୍ଡିପଦା ବ୍ଲକ କଙ୍କରେଇ ଗ୍ରାମ ସୁଭଦ୍ରା କୋଇଲା ଖଣି ଅଞ୍ଚଳରେ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ନିର୍ମାଣ ପାଇଁ ସୋମବାର ଭୂମି ପୂଜନ ହୋଇଛି। ଭୂମିପୂଜନ ଉତ୍ସବରେ ମୁଖ୍ୟଅତିଥି ଭାବେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା…