ଘରୁ ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
ଛେଣ୍ଡିପଦା : ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କୋଶଳା ଗ୍ରାମରୁ ସୋମବାର ସକାଳେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ସେହି ଗାଁର ମୁଙ୍ଗି ଓରଫ କାଳିଆ ପ୍ରଧାନ। ସୂଚନା ମୁତାବକ, ଗତ ୭ ତାରିଖ ଦିନ…