ଭାରସାମ୍ୟ ହରାଇ ଖାଲରେ ଗଳି ପଡ଼ିଲା କାର: ଜଣେ ମୃତ, ୩ ଗୁରୁତର
ଛେଣ୍ଡିପଦା: ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା ସାନକୁଶକିଳା ଗ୍ରାମ ନିକଟସ୍ଥ ବିଦ୍ୟାଳୟ ନିକଟରେ ଭାରସାମ୍ୟ ହରାଇ ଏକ କାର ୧୦ଫୁଟ ତଳକୁ ଖସି ପଡ଼ିଛି। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଜରପଡା…
ଛେଣ୍ଡିପଦା: ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା ସାନକୁଶକିଳା ଗ୍ରାମ ନିକଟସ୍ଥ ବିଦ୍ୟାଳୟ ନିକଟରେ ଭାରସାମ୍ୟ ହରାଇ ଏକ କାର ୧୦ଫୁଟ ତଳକୁ ଖସି ପଡ଼ିଛି। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଜରପଡା…
ଛେଣ୍ଡିପଦା: ଛେଣ୍ଡିପଦା ବ୍ଲକ ବୈତରଣୀ ୱେଷ୍ଟ କୋଲ ବ୍ଲକର ପ୍ରସ୍ତାବିତ ଖୋଲା କୋଇଲା ଖଣି ଅଞ୍ଚଳରେ ଗୁଜରାଟ ମିନେରାଲ ଡେଭଲପମେଣ୍ଟ କର୍ପୋରେସନ ପକ୍ଷରୁ ଭଲିବଲ ଖେଳାଳିଙ୍କୁ ଖେଳ ଉପକରଣ ବଣ୍ଟନ କରାଯାଇଛି। ବୈତରଣୀ ୱେଷ୍ଟ କୋଲ ବ୍ଲକରେ ଗୁଜରାଟ ମିନେରାଲ ଡେଭଲପମେଣ୍ଟ…
ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ବରପଦା ଛକ ହନୁମାନ ମନ୍ଦିର ନିକଟରେ ଏକ ଲୁନା ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ସୂଚନା ମୁତାବକ, କୋଶଳା ଠାରୁ କୋରଡ଼ା ଅଭିମୁଖେ ଯାଉଥିବା ଏକ…
ଛେଣ୍ଡିପଦା: ଅନୁଗୁଳ ଜିଲ୍ଲା ଜରପଡ଼ା ବନାଞ୍ଚଳ ବସନ୍ତପୁର ପଞ୍ଚାୟତ କାର୍ଯ୍ୟାଳୟରୁ ୨୫ ଟି ଶାଳ ବଲହା ଜବତ କରିଛି ଜରପଡ଼ା ବନ ବିଭାଗ। ସୂଚନା ମୁତାବକ, ବସନ୍ତପୁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଏକ ସରକାରୀ ଗୃହ ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ…
ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ତିପଦା ଥାନା ପୋଡ଼ାପଡ଼ା ଗ୍ରାମର ଜଙ୍ଗଲ ମୌଜାର ଜମିକୁ ଜାଲିଆତି କରି ହଡ଼ପ କରିବା ସହ ଜମି ମାଲିକଙ୍କ ପରିବାରକୁ ହତ୍ୟା ଧମକ ଦେଉଥିବା ନେଇ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ ଯେ ତୁରଙ୍ଗ ଗ୍ରାମର ମୁକେଶ ଅଗ୍ରୱାଲଙ୍କ…
ଛେଣ୍ଡିପଦା: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ବାଲିପଟ୍ଟା ଗାଁରେ କାଳୀପୂଜା ପାଇଁ ଗାଡ଼ି ଚାଳକଙ୍କଠାରୁ ବେଆଇନ ଚାନ୍ଦା ଆଦାୟ କରୁଥିବା ଅଭିଯୋଗରେ ପୋଲିସ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫମାନେ ହେଲେ ଉମାକାନ୍ତ ପ୍ରଧାନ, ସୁଧାକର…
ଛେଣ୍ଡିପଦା: ଅନୁଗୁଳ ଜିଲ୍ଲା ଛେଣ୍ତିପଦା ଥାନା ପାଣପସି ୟୁପି ସ୍କୁଲ ସମୁଖରେ ଜଣେ ଯୁବକଙ୍କୁ ପଥରରେ ଛେଚି ରକ୍ତାକ୍ତ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ଛେଣ୍ତିପଦା ଥାନା ପାଣପସି ଗ୍ରାମର ହେମନ୍ତ ମାଝୀ ବୁଧବାର ପୁରୁଣାଗଡ ପୁରୁଣାସାହିରୁ…
ଛେଣ୍ଡିପଦା: ଅନୁଗୁଳ ଜିଲ୍ଲା ବାଗଡ଼ିଆ ଥାନା ପାଟକମୁଣ୍ଡା ପଞ୍ଚାୟତ କେରଜାଙ୍ଗ ଗ୍ରାମରେ ଥିବା ଅଙ୍ଗନବାଡି କେନ୍ଦ୍ରରୁ ୫୦ ହଜାରରୁ ଅଧିକ ଟଙ୍କାର ସମ୍ପତ୍ତି ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ସୂଚନା ମୁତାବକ, କେରଜାଙ୍ଗ ଗ୍ରାମରେ ଥିବା ଅଙ୍ଗନବାଡି କେନ୍ଦ୍ରରୁ…
ଅନୁଗୁଳ: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ ଅବସରରେ ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଛେଣ୍ଡିପଦା ବ୍ଲକରେ ବିଜୁ ଜନତା ଦଳ ଓ ବିଜୁ ଯୁବ ଜନତା ଦଳର ମିଳିତ ସହଯୋଗରେ ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ଏକ ସ୍ଵେଚ୍ଛାକୃତ…
ଅନୁଗୁଳ: ଅନୁଗୁଳ ଜିଲ୍ଲା ଆକ୍ସେସ ଟୁ ଜଷ୍ଟିସ କାର୍ଯ୍ୟକ୍ରମ ଓ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟର ମିଳିତ ସହଯୋଗରେ ଅନୁଗୁଳ ସନ୍ଧ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ବିଶ୍ୱ ଯୁବକେନ୍ଦ୍ରର ଅଧ୍ୟକ୍ଷ ଡ.…