ବିଜେଡି ସରକାରଙ୍କ ଦୁର୍ନୀତି ଓ ଭ୍ରଷ୍ଟାଚାରକୁ ବିରୋଧ: ଜରପଡ଼ା ବିଜେପି ପକ୍ଷରୁ ଗଣଧାରଣା
ଛେଣ୍ଡିପଦା: ଛେଣ୍ଡିପଦା ବ୍ଲକ୍ ଅନ୍ତର୍ଗତ ଜରପଡ଼ା ପଞ୍ଚାୟତରେ ବିଜେପି ପକ୍ଷରୁ ଓଡ଼ିଶା ସରକାରଙ୍କ ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୋଧରେ ଗଣଧାରଣା ଦିଆଯାଇଛି। ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜେପିର ବରିଷ୍ଠ ନେତା ତଥା ପ୍ରାକ୍ତନ ସାଂସଦ ରୁଦ୍ର ନାରାୟଣ ପାଣି ଉଦବୋଧନ…
