ଏଥର ରଜରେ ମେଘୁଆ ପାଗ
ଭୁବନେଶ୍ୱର: ଆଜି ଠାରୁ ରାଜ୍ୟରେ ତାପମାତ୍ରା ବଢ଼ିବ। ତାପମାତ୍ରା ବୃଦ୍ଧି ଯୋଗୁଁ ଗରମ ଗୁଳୁଗୁଳି ବୃଦ୍ଧି ପାଇବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରା ତାତିର ପ୍ରଭାବ ଅଧିକ ରହିବାକୁ ଥିବା ବେଳେ ଉପକୂଳରେ ଗୁଳୁଗୁଳି କଲବଲ କରିବ। ପ୍ରାୟ ୧୦ ତାରିଖ ପର୍ଯ୍ୟନ୍ତ…
ଭୁବନେଶ୍ୱର: ଆଜି ଠାରୁ ରାଜ୍ୟରେ ତାପମାତ୍ରା ବଢ଼ିବ। ତାପମାତ୍ରା ବୃଦ୍ଧି ଯୋଗୁଁ ଗରମ ଗୁଳୁଗୁଳି ବୃଦ୍ଧି ପାଇବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରା ତାତିର ପ୍ରଭାବ ଅଧିକ ରହିବାକୁ ଥିବା ବେଳେ ଉପକୂଳରେ ଗୁଳୁଗୁଳି କଲବଲ କରିବ। ପ୍ରାୟ ୧୦ ତାରିଖ ପର୍ଯ୍ୟନ୍ତ…
ଅନୁଗୁଳ: ଆମ ସଂସ୍କୃତିରେ ଧନଧାନ୍ୟ ଓ ଶ୍ରୀ ବୃଦ୍ଧି ପାଇଁ ସମସ୍ତେ ମା' ଲକ୍ଷ୍ମୀଙ୍କୁ ଆରାଧନା ତଥା ଉପାସନା କରିଥାନ୍ତି। ମହାଲକ୍ଷ୍ମୀଙ୍କର ବିଭିନ୍ନ ବ୍ରତ ମଧ୍ୟରେ ସୁଦଶା ବ୍ରତ ଅନ୍ୟତମ। ପରିବାର ପାଇଁ ସୁ-ଦଶା ଅର୍ଥାତ୍ ଭଲ ସମୟ କାମନା କରି…
ଭୁବନେଶ୍ବର: ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବାକୁ ଯାଉଛି ନୂଆ ଅବକାରୀ ନୀତି। ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଜୁନ୍ ୧୫ରୁ ଜୁନ୍ ୨୦ ଭିତରେ ଏହି ନୂତନ ନୀତି ଆସିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ। ସେ…
ଭୁବନେଶ୍ୱର: ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ପକ୍ଷରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ ୧ ତାରିଖରୁ ଆରମ୍ଭ ହୋଇ ୧୦ ତାରିଖ ଯାଏଁ ଚାଲିବ। ପରୀକ୍ଷା ଗୋଟିଏ ସିଟିଂରେ ସକାଳ ୯ ଟାରୁ…
ଭୁବନେଶ୍ବର: ଆସନ୍ତା ଜୁନ୍ ୨୩ ତାରିଖରେ ୪୩ଟି ସରପଞ୍ଚ ଏବଂ ୨୭୨ ୱାର୍ଡ ମେମ୍ବର ପଦବୀ ପାଇଁ ରାଜ୍ୟରେ ଉପ-ନିର୍ବାଚନ ହେବ।୨୪ ତାରିଖରେ ଭୋଟ ଗଣତି ସହ ଫଳ ଘୋଷଣା କରାଯିବ। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ବିଜ୍ଞପ୍ତି…
ଅନୁଗୁଳ: କଲମ୍ବିଆ ବିଶ୍ବବିଦ୍ୟାଳୟର ଏକ ଅଧ୍ୟୟନ ଅନୁଯାୟୀ, ଜଳବାୟୁ ପରିବର୍ତ୍ତନ ପାଇଁ ୨୦୫୦ ମସିହା ସୁଦ୍ଧା ଚାଉଳରେ ଆର୍ସେନିକ୍ ସ୍ତର ବୃଦ୍ଧି ପାଇପାରେ, ଯାହା ଏସୀୟ ଦେଶ ଗୁଡ଼ିକର ଲକ୍ଷ ଲକ୍ଷ ଲୋକଙ୍କୁ କର୍କଟ ରୋଗର ବିପଦରେ ପକାଇପାରେ । ଅଧ୍ୟୟନରେ…
ଅନୁଗୁଳ: ଟ୍ରେନରେ ଯାତ୍ରା କରୁଥିଲେ ପାଣି, ଖାଦ୍ୟ ଓ ଶୌଚାଳୟର ସୁବିଧା ଭଳି ଏଥର ଏଟିଏମ୍ ସୁବିଧା ମିଳିବ। ତେବେ ପରୀକ୍ଷାମୂଳକ ଭାବେ କେନ୍ଦ୍ରୀୟ ରେଳବାଇ ପକ୍ଷରୁ ମୁମ୍ବାଇ-ମନମାଡ଼ ପଞ୍ଚବଟୀ ଏକ୍ସପ୍ରେସରେ ପ୍ରଥମ କରି ଆରମ୍ଭ ହୋଇଛି ଏଟିଏମ୍ ବ୍ୟବସ୍ଥା। ନାସିକରୁ…
ଭୁବନେଶ୍ୱର : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷା ବର୍ଷ ପାଇଁ ଏକାଡେମିକ୍ କ୍ୟାଲେଣ୍ଡର ପ୍ରକାଶ ପାଇଛି । ଏଥିରେ କାର୍ଯ୍ୟଦିବସଠୁ ଆରମ୍ଭ କରି ଛୁଟି, ପରୀକ୍ଷା ସମୟ ଆଦି ପ୍ରକାଶ କରାଯାଇଛି । ଏକାଡେମିକ୍ କ୍ୟାଲେଣ୍ଡର ଅନୁଯାୟୀ,…
ଅନୁଗୁଳ: ଖାଇବା ଓ ଶୋଇବାରେ କେତେକ ନୀତିନିୟମ ରହିଛି। ଏହାକୁ ଅନେକ ଅଣଦେଖା କରିଥାନ୍ତି। ରାତିରେ ଖାଇବା ପରେ ପରେ ଅନେକ ବିଛଣା ଧରନ୍ତି। ସ୍ବାସ୍ଥ୍ୟ ପାଇଁ ଏହା ଆଦୌ ଠିକ୍ ନୁହେଁ। ବାର୍ସିଲୋନା ଇନ୍ଷ୍ଟିଚ୍ୟୁଟ୍ ଫର୍ ଗ୍ଲୋବାଲ ହେଲ୍ଥର ଏକ…
କଣିହାଁ: ଅନୁଗୁଳ ଜିଲା କଣିହାଁ ବ୍ଲକ ସମଲ ଥାନା ପବିତ୍ରନଗର ନିକଟ ତାଳଚେର-ପାଳଲହଡା ମୂଖ୍ୟ ରାସ୍ତାରେ ଗୁରୁବାର ଅପରାହ୍ନରେ ଏକ ଗ୍ୟାସ ସିଲିଣ୍ଡର ବୋଝେଇ ଟାଟା ଏସିଇ ଗାଡି ଜଳି ଯାଇଛି। ଗାଡିର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଭାବେ ଜଳି ନଷ୍ଟ…