୮ମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ କରିଥିବା ୨ ଶିକ୍ଷକଙ୍କୁ ୫ ବର୍ଷ କାରାଦଣ୍ଡ
ଅନୁଗୁଳ: ଅନୁଗୁଳ ଜିଲ୍ଲା ପୁରୁଣାକୋଟ ଥାନା ଅଞ୍ଚଳର ଜଣେ ୮ମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ କରିଥିବା ୨ ଶିକ୍ଷକଙ୍କୁ ଶନିବାର ଅନୁଗୁଳ ଆଡହକ୍ ଫାଷ୍ଟ ଟ୍ରାକ୍ କୋର୍ଟରେ ୫ ବର୍ଷ ସଶ୍ରମ କାରାଦଣ୍ଡସହ ୫ ହଜାର ଟଙ୍କା ଜରିମାନା ଦେବାକୁ…