ଖୁବଶୀଘ୍ର ମଧ୍ୟାହ୍ନ ଭୋଜନରେ ପିଲାମାନଙ୍କୁ ଖାଦ୍ୟ ସହ ମିଳିବ କ୍ଷୀର
ଭୁବନେଶ୍ୱର : ରାଜ୍ୟ ସରକାର ଏକ ନୂଆ ପ୍ରୟାସ ଆରମ୍ଭ କରିବାକୁ ଯାଉଛନ୍ତି। ସ୍କୁଲ ପିଲାମାନଙ୍କୁ ଅଧିକ ପୋଷଣ ଯୋଗାଇଦେବା ଏହାର ଲକ୍ଷ୍ୟ। ଖୁବଶୀଘ୍ର ସ୍କୁଲ ମଧ୍ୟାହ୍ନ ଭୋଜନରେ ପିଲାମାନଙ୍କୁ ଖାଦ୍ୟ ସହ କ୍ଷୀର ମିଳିବ। ଛାତ୍ରଛାତ୍ରୀଙ୍କୁ ୨୦୦ ମିଲି ଭିଟାମିନ…