ଫେବୃଆରୀ ଯାଏଁ ହେବନି ସିବିଏସଇ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା
ଅନୁଗୁଳ: ଆସନ୍ତା ଫେବୃଆରୀ ମଧ୍ୟରେ ସିବିଏସଇ ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ହେବନି ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ। ମଙ୍ଗଳବାର ସାରା ଦେଶରେ ଶିକ୍ଷକ ଏବଂ ଛାତ୍ରଛାତ୍ରୀ ମାନଙ୍କ ସହ ସିଧାସଳଖ ଆଲୋଚନା ବେଳେ…