ବଦଳିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଡିଜାଇନ୍ : ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
ପୁରୀ: ବଦଳିବ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ପରିକ୍ରମା ପ୍ରକଳ୍ପ ଡିଜାଇନ୍। ପୁରୁଣା ସହ କିଛି ନୂଆ ଡିଜାଇନ ପ୍ରସ୍ତୁତ କରାଯାଇ ତାହାର ରୂପରେଖ ପ୍ରସ୍ତୁତ ହେବ। ଏହା ଲୋକଙ୍କ ଧର୍ମୀୟ ଭାବନା ସହ ଜଡିତ ଥିବାରୁ ବିଚାରବିମର୍ଶ ଚାଲିଛି। ଖୁବଶୀଘ୍ର କୃତ…