ସାମ୍ବାଦିକ ସ୍ୱର୍ଗତ ଦିବାକର ମିଶ୍ରଙ୍କ ୧୦୯ତମ ଜନ୍ମ ଜୟନ୍ତି ଦିବସ ପାଳିତ
ତାଳଚେର: ବିଶିଷ୍ଟ ବ୍ୟଙ୍ଗ ଚିତ୍ରଶିଳ୍ପୀ ତଥା ସାମ୍ବାଦିକ ଗୌରବ ସ୍ୱର୍ଗତ ଦିବାକର ମିଶ୍ରଙ୍କର ୧୦୯ତମ ଜନ୍ମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ବୁଧବାର ତାଳଚେର ସହରର ବଜାର ଛକ ଠାରେ ଥିବା ସ୍ୱର୍ଗତ ମିଶ୍ରଙ୍କ ପ୍ରତିମୂର୍ତ୍ତିରେ ପୂର୍ବତନ ସଂସଦ…