ଅନୁଗୁଳ: ଅନୁଗୁଳ ଗାନ୍ଧୀ ମାର୍ଗ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ ଅର୍ଥାତ୍ ଦେବୀ ସରସ୍ଵତୀଙ୍କ ପୂଜନ ଉତ୍ସବ ଅବସରରେ ଶନିବାର ବିଦ୍ୟାରମ୍ଭ ସଂସ୍କାର ଯଜ୍ଞ ଆୟୋଜିତ ହୋଇଯାଇଛି। ଏହି ସମାବେଶରେ ସ୍କୁଲର ପ୍ରଧାନ ଆଚାର୍ଯ୍ୟ ପ୍ରସନ୍ନ କୁମାର ପ୍ରଧାନ ଏବଂ ସହ ପ୍ରଧାନ ଆଚାର୍ଯ୍ୟ ପ୍ରତାପ କୁମାର ରଥଙ୍କ ସମେତ ବହୁ ଶିଶୁ ଏବଂ ସେମାନଙ୍କ ଅଭିଭାବକ ଯୋଗ ଦେଇଥିଲେ। ଏ ଅବସରରେ ବିଦ୍ୟାରମ୍ଭ କରୁଥିବା ଶିଶୁ ମାନଙ୍କ ପାଦ ଧୌତ କରି ସେମାନଙ୍କୁ ସ୍ବାଗତ କରାଯାଇଥିଲା। ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ କର୍ମକର୍ତା ଓ ଗୁରୁଜୀ ଗୁରୁମା ମାନେ ଏଥିରେ ସହଯୋଗ କରିଥିଲେ ।
ଶିଶୁ ମନ୍ଦିରରେ ବିଦ୍ୟାରମ୍ଭ ସଂସ୍କାର ଯଜ୍ଞ
- Post published:February 5, 2022
- Post category:କଳା ଓ ସଂସ୍କୃତି
- Post comments:0 Comments
- Post author:Biswaranjan Pattnaik

Tags: Angul