ନବକୃଷ୍ଣଙ୍କ ପୁଣ୍ୟତିଥିରେ ରକ୍ତଦାନ ଶିବିର

You are currently viewing ନବକୃଷ୍ଣଙ୍କ ପୁଣ୍ୟତିଥିରେ ରକ୍ତଦାନ ଶିବିର

ଅନୁଗୁଳ: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସନ୍ଥ ରାଜନୀତିଜ୍ଞ ତଥା ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ନବକୃଷ୍ଣ ଚୌଧୁରୀଙ୍କ ୩୮ତମ ପୁଣ୍ୟ ତିଥି ଅବସରରେ  ଶୁକ୍ରବାର ଅନୁଗୁଳ ମେଡ଼ିକାଲ ରକ୍ତଦାନ ଭବନ ଠାରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା । ଅନୁଗୁଳ ପୌରାଧ୍ୟକ୍ଷ ଅକ୍ଷୟ କୁମାର ସାମନ୍ତ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଶିବିରକୁ ଉଦଘାଟନ କରିଥିଲେ।କାଉନସିଲର ଟୁନି ପ୍ରଧାନ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ। ପର୍ଶୁରାମ ଦାଶ, ଆଦ୍ୟାସ୍ଲୋକ ମିଶ୍ର ପ୍ରମୁଖ ଶିବିର ପରିଚାଳନା କରିଥିଲେ।ଶିବିରର ରୁ ମୋଟ ୩୨ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା ।

Share

Leave a Reply