ଅନୁଗୁଳ ସହରରେ ଛିନ୍ତାଇ
ଅନୁଗୁଳ: ଅନୁଗୁଳ ସହରରେ ମାତିଛନ୍ତି ଛିନ୍ତାଇ ଗ୍ୟାଙ୍ଗ୍। ମୋବାଇଲ୍ ଲୁଟ ସହରରେ ନିତିଦିନିଆ ଘଟଣା ହୋଇଥିବା ବେଳେ ରବିବାର ସନ୍ଧ୍ୟାରେ ଜଣେ ମହିଳା ଲୁଟ୍ର ଶିକାର ହୋଇଛନ୍ତି। ଶଙ୍କର ସିନେମା ରୋଡରେ ଦୁବୃର୍ତ୍ତ ତାଙ୍କ ବେକରୁ ସୁନା ଚେନ୍ ଛିଣ୍ତାଇ ଚମ୍ପଟ…
ଅନୁଗୁଳ: ଅନୁଗୁଳ ସହରରେ ମାତିଛନ୍ତି ଛିନ୍ତାଇ ଗ୍ୟାଙ୍ଗ୍। ମୋବାଇଲ୍ ଲୁଟ ସହରରେ ନିତିଦିନିଆ ଘଟଣା ହୋଇଥିବା ବେଳେ ରବିବାର ସନ୍ଧ୍ୟାରେ ଜଣେ ମହିଳା ଲୁଟ୍ର ଶିକାର ହୋଇଛନ୍ତି। ଶଙ୍କର ସିନେମା ରୋଡରେ ଦୁବୃର୍ତ୍ତ ତାଙ୍କ ବେକରୁ ସୁନା ଚେନ୍ ଛିଣ୍ତାଇ ଚମ୍ପଟ…
ଅନୁଗୁଳ: ଅନୁଗୁଳ ପୌରାଞ୍ଚଳର ହୁଲୁରିସି˚ହାରେ ଏକ ଜବରଦଖଲ ଉଚ୍ଛେଦ କରିବାକୁ ଯାଇ ନାକେଦମ୍ ହୋଇଛି ପ୍ରଶାସନ। ଉଚ୍ଛେଦ ବେଳେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକ ପ୍ରଶାସନ ପାଇଁ ପ୍ରତିବନ୍ଧକ ସୃଷ୍ଟି କରିବା ସହ ରାସ୍ତାରେ ଶୋଇ ଯାଇଥିଲେ। ବାଧ୍ୟ…
ତାଳଚେର : ତାଳଚେର ଠାରେ ଏମସିଏଲ ପକ୍ଷରୁ ନିର୍ମିତ ମହାନଦୀ ଇନିଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସ ଏଣ୍ଡ ରିସର୍ଚ ' ମିମସାର୍ ' ସରକାରଙ୍କ ତତ୍ତ୍ଵାବଧାନରେ ଚଳାଇବା ଦାବିରେ ୩ଟି ପ୍ରମୁଖ ସଂଗଠନ ପକ୍ଷରୁ ତାଳଚେର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର…
ଅନୁଗୁଳ: ମଙ୍ଗଳବାର ରାତିରେ ଅନୁଗୁଳ ଶିମିଳିପଡ଼ାଠାରେ ଏକ ବିଦ୍ୟୁତ୍ ଦୁର୍ଘଟଣାରେ ଜଣେ ରାଜମିସ୍ତ୍ରୀ ପ୍ରାଣ ହରାଇଛନ୍ତି। ପ୍ରକାଶ ଯେ, ଶିମିଳିପଡ଼ାଠାରେ ଭଡ଼ାଘରେ ରହୁଥିବା ବିଶ୍ବ ମଣ୍ତଳ ନାମକ ଜଣେ ରାଜମିସ୍ତ୍ରୀ ଗତ ରାତିରେ ଘରେ ବିଦ୍ୟୁତ୍ ଲାଇନ୍ ସଜାଡ଼ିଲା ବେଳେ ଝଟକା…
ଅନୁଗୁଳ: ସୋମବାର ଅପରାହ୍ଣରେ କଣିହାଁ ବ୍ଲକ ତଥା ରେଙ୍ଗାଳି ଥାନା ଅଞ୍ଚଳରେ ଜଣେ ୯ ବର୍ଷର ବାଳିକାକୁ ବଳାତ୍କାର କରଯାଇଛି। ଚକ୍ଲେଟ୍, ବିସ୍କୁଟ ଦେବାର ପ୍ରଲୋଭନ ଦେଖାଇ ପଡୋଶୀ ଡିଲେଶ୍ୱର ବେହେରା ନାମକ ଜଣେ ୫୪ ବର୍ଷୀୟ ବୃଦ୍ଧ ଘରକୁ ଡାକି…
ଅନୁଗୁଳ: ଅନୁଗୁଳ ଜିଲ୍ଲାରେ ମାତିଛନ୍ତି ସାଇବର ଲୁଟେରା। ସତର୍କତାର ସହ ବରିଷ୍ଠ ନାଗରିକ, ବ୍ୟବସାୟୀ ଓ ନିରୀହ ସାଧାରଣ ଲୋକଙ୍କୁ ନିଜ ଜାଲରେ ଫସାଇ ଲୁଟି ନେଉଛନ୍ତି ଲକ୍ଷ ଲକ୍ଷ ଟଙ୍କା। ସୋମବାର ଅନୁଗୁଳ ସହରର ଜଣେ ମହିଳା ଲୁଟ୍ର ଶିକାରା…
ଅନୁଗୁଳ: ରାତି ପାହିଲେ ଚତୁର୍ଥୀ, ରିସେପ୍ସନ୍ ପାର୍ଟି। ଚତୁର୍ଥୀ ଦିନ ରିସେପ୍ସନ୍, ତେଣୁ ଭୋଜିଭାତ ପ୍ରସ୍ତୁତିରେ ପରିବାର ଏକଦମ୍ ବ୍ୟସ୍ତ। ଏହାର ସୁଯୋଗ ନେଇ ପାହାନ୍ତ ପ୍ରହରରେ ପ୍ରେମିକ ସହ ଚମ୍ପଟ ମାରିଲା ନବବଧୂ। ଶୁକ୍ରବାର ସକାଳୁ ଅନୁଗୁଳ ସହର ଉପକଣ୍ଠରେ…
ଅନୁଗୁଳ: ଆଠମଲ୍ଲିକ ବ୍ଳକ୍ ଠାକୁରଗଡ଼ ଥାନା ଅନ୍ତର୍ଗତ ଗିରିଡ଼ା ଗାଁରେ ବନ ବିଭାଗ ଅତର୍କିତ ଚଢ଼ଉ କରି ୧୨ କେଜି ବାର୍ହା ମା˚ସ ଜବତ କରିଛି। ଜନ୍ତୁ ଶିକାର ଅଭିଯୋଗରେ ୫ ଜଣଙ୍କୁ ଗିରଫ କରାଯାଇଥିବା ଧଣ୍ତାତୋପା ବନାଞ୍ଚଳ ଅଧିକାରୀ ରାହାସ…
ଅନୁଗୁଳ: ଏନ୍ଜେଏନ୍ଠାରୁ ବିଦ୍ୟୁତ୍ ଆବଣ୍ଟନ ଦାୟିତ୍ବ ଟିପିସିଓଡିଏଲ୍ (ଟାଟା ପାଵାର୍ ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମଟେଡ୍) ଅଧୀନକୁ ଯିବା ପରେ ପୂର୍ବରୁ କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିଯୁକ୍ତି ମିଳିନାହିଁ। ବାରମ୍ବାର ଦାବି ସତ୍ତ୍ବେ ଟାଟା ପାୱାର ସେମାନଙ୍କୁ ନିଯୁକ୍ତି ନ ଦେବାରୁ…
ଅନୁଗୁଳ: ଅନୁଗୁଳ ପୌର କାର୍ଯ୍ୟାଳୟର ରାତ୍ର ଜଗୁଆଳି ଅମର ବାହାଦୁର ଖାଲେଙ୍କର ଗୁରୁବାର ସନ୍ଦେହଜନକ ଭାବରେ ମୃତ୍ୟୁ ହୋଇଛି। ଗୁରୁବାର ସକାଳେ ଅନୁଗୁଳ ତହସିଲ ଅଫିସ୍ ନିକଟରେ ତାଙ୍କର ମୃତଦେହ ପଡିଥିବାର ଦେଖା ଯାଇଥିଲା। ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ।…