ଟ୍ରେନ୍ରୁ ଯୁବକଙ୍କ ମୃତଦେହ ଉଦ୍ଧାର
ଅନୁଗୁଳ: ଅନୁଗୁଳ ରେଳ ଷ୍ଟେସନରୁ ବୁଧବାର ପୂର୍ବାହ୍ନରେ ଏକ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ସୁବାସ ବେହେରା(୪୧)। ତାଙ୍କ ଘର ଭଦ୍ରକ ଜିଲ୍ଲାରେ। ସୁରତ୍-ପୁରୀ ଟ୍ରେନ୍ରେ ସେ ଘରକୁ ଫେରୁଥିବା ବେଳେ ରାସ୍ତାରେ ତାଙ୍କ ମୃତ୍ୟୁ ହୋଇଥିଲା। ଅନୁଗୁଳ ଷ୍ଟେସନ୍ରେ…
