ଚତୁର୍ଥୀ ପୂର୍ବ ରାତିରେ ନବବଧୂ ଛୁ’
ଅନୁଗୁଳ: ରାତି ପାହିଲେ ଚତୁର୍ଥୀ, ରିସେପ୍ସନ୍ ପାର୍ଟି। ଚତୁର୍ଥୀ ଦିନ ରିସେପ୍ସନ୍, ତେଣୁ ଭୋଜିଭାତ ପ୍ରସ୍ତୁତିରେ ପରିବାର ଏକଦମ୍ ବ୍ୟସ୍ତ। ଏହାର ସୁଯୋଗ ନେଇ ପାହାନ୍ତ ପ୍ରହରରେ ପ୍ରେମିକ ସହ ଚମ୍ପଟ ମାରିଲା ନବବଧୂ। ଶୁକ୍ରବାର ସକାଳୁ ଅନୁଗୁଳ ସହର ଉପକଣ୍ଠରେ…
