ଘରକୁ ଫେରିବା ବେଳେ ବାଇକରୁ ପଡ଼ି ଯୁବକଙ୍କ ମୃତ୍ୟୁ
ଛେଣ୍ଡିପଦା: ଅନୁଗୁଳ ଜିଲ୍ଲା ବାଗଡ଼ିଆ ଥାନା କର୍ଣ୍ଣପାଳ ଛକ ନିକଟରେ ବାଇକରୁ ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ହେଲେ ଛେଣ୍ଡିପଦା ଥାନା ମାଛକୁଟା ଗ୍ରାମର ପ୍ରବୀଣ ସାହୁ। ସୂଚନା ମୁତାବକ, ପ୍ରବୀଣ ସାହୁ ଶନିବାର ଅପରାହ୍ନରେ କାମ…
ଛେଣ୍ଡିପଦା: ଅନୁଗୁଳ ଜିଲ୍ଲା ବାଗଡ଼ିଆ ଥାନା କର୍ଣ୍ଣପାଳ ଛକ ନିକଟରେ ବାଇକରୁ ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ହେଲେ ଛେଣ୍ଡିପଦା ଥାନା ମାଛକୁଟା ଗ୍ରାମର ପ୍ରବୀଣ ସାହୁ। ସୂଚନା ମୁତାବକ, ପ୍ରବୀଣ ସାହୁ ଶନିବାର ଅପରାହ୍ନରେ କାମ…
ଅନୁଗୁଳ: ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ ନାଲକୋ ବେନ୍ତପୁର ରାସ୍ତା ବାଙ୍କୀ ହଟିଙ୍ଗ ନିକଟରେ ଏକ ଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳା ହେଲେ ତେନ୍ତେଳା ହଟିଙ୍ଗର ସିଲି ମାରାଣ୍ଡି। ମହିଳାଙ୍କ ଝୁଲନ୍ତା ମୃତ…
ଅନୁଗୁଳ: ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ହଣ୍ଡପା ଥାନା ଯୋଗିପଥର ନିକଟରୁ ବୁଧବାର ଦିନ ହଣ୍ଡପା ପୋଲିସ ଚୋରାଚାଲାଣ ହେଉଥିବା ୨୮ କେଜି ଗଞ୍ଜେଇ ଜବତ କରିଛି। ଚାଲାଣରେ ସମ୍ପୃକ୍ତ ଥିବା ୩ ଜଣ ବ୍ୟବସାୟୀଙ୍କୁ ହଣ୍ଡପା ଆଇଆଇସି ନମିତା ନାୟକ…
ତାଳଚେର: ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଜଣେ ଯୁବକକୁ ପୁଲିସ ଅଟକ ରଖି ପଚରାଉଚରା ଚଳାଇଛି। ଅଟକ ଯୁବକ ହେଲେ ତାଳଚେର ଥାନା ଅନ୍ତର୍ଗତ ଶିବରାମପୁର ଅଞ୍ଚଳର ସୁନୀଲ ପ୍ରଧାନ (୨୦)। ନାବାଳିକାର ଡାକ୍ତରୀମାଇନା କରାଯାଇଛି। ପୁଲିସ ଏନେଇ ତଦନ୍ତ ଜାରି ରଖିଥିବା…
ଅନୁଗୁଳ: ଅନୁଗୁଳ ଜିଲ୍ଲା ବାଗଡ଼ିଆ ଥାନା ଭେଜିଡିହ ଗାଁରେ ବିଦ୍ୟୁତ୍ ଆଘାତରେ ଜଣେ ଶିଶୁକନ୍ୟାର ମୃତ୍ୟୁ ଘଟିଛି। ମୃତ ଶିଶୁ କନ୍ୟା ହେଲେ ପ୍ରଦୀପ ନାଏକଙ୍କ ଝିଅ ସାଲେନି ନାଏକ(୭)। ସୂଚନା ମୁତାବକ, ଭେଜିଡିହ ଗାଁର ପ୍ରଦୀପ ନାଏକଙ୍କ ଝିଅ ସାଲୋନୀ…
ଅନୁଗୁଳ: ଅନୁଗୁଳ ସଦର ଥାନା ଅନ୍ତର୍ଗତ ସାକସିଂହା ନିକଟରେ ୨ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ନତଡ଼ା ଗାଁରେ ଅଜୟ ବେହେରା (୧୯), ଅନୀଲ…
ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ଛେଣ୍ଡିପଦା ଶିଶୁମନ୍ଦିର ନିକଟରୁ ଜଣେ ଅଟୋ ଚାଳକଙ୍କୁ ମାଡ଼ ମାରି ଟଙ୍କା ଓ ଅଟୋ ଲୁଟ ହୋଇଛି। ଏହି ମାମଲାରେ ପୁଲିସ ଦୁଇ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ପୁଲିସ ସୂଚନା…
ଅନୁଗୁଳ: ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ଅନୁଗୁଳ ଶୈଳଶ୍ରୀକ୍ଷେତ୍ର ଠାରେ ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ସ୍ନାନ ନୀତି ଅନୁଷ୍ଠିତ ହୋଇଛି। ମହାପ୍ରଭୁଙ୍କ ସ୍ନାନ ସରିବା ପରେ ବେଶ କାର୍ଯ୍ୟ ଆରମ୍ଭ ହୋଇଥିଲା। ସେବା କାର୍ଯ୍ୟରେ ନିୟୋଜିତ ହୋଇଥିବା ସେବାୟତଙ୍କ ମଧ୍ୟରୁ ଜଣେ…
ଛେଣ୍ଡିପଦା: ଅନୁଗୁଳ ଜିଲ୍ଲା ଜରପଡା ଥାନା ଅମାନ୍ତପୁରୁ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ବ୍ରାଉନସୁଗାର କାରବାର ଚାଲିଥିବା ବେଳେ ପୋଲିସର ଚଢ଼ାଉ। ଘଟଣାସ୍ଥଳରୁ ୫.୬ଗ୍ରାମ ବ୍ରାଉନସୁଗାର ସହିତ ଦୁଇ ମୋଟରସାଇକେଲ ଓ ୧୬ହଜାର ଟଙ୍କା ଜବତ। ଏଥିରେ ସଂପୃକ୍ତ ୪ଜଣ ଯୁବକଙ୍କୁ ମଧ୍ୟ…
ଅନୁଗୁଳ: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। ଅନୁଗୁଳ ଜିଲ୍ଲା ତାଳଚେର ନାତିଡି ଜଙ୍ଗଲ ନିକଟରେ କାମରୁ ଫେରୁଥିବା ଜଣେ ଯୁବକଙ୍କୁ ଆଉ ଜଣେ ବ୍ୟକ୍ତି କଟୁରୀରେ ହାଣିପକାଇଛି। ତାଙ୍କ ଛାତି ଓ ହାତରେ ଗଭୀର ଆଘାତ ଲାଗିଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ସ୍ଥାନୀୟ…