ଟ୍ରକ୍ ଧକ୍କାରେ ବାଇକ୍ ଚାଳକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଧାରଣାରେ ବସିଲେ ସ୍ଥାନୀୟ ଲୋକ
ଅନୁଗୁଳ: ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ନିକଟ ନୂଆହତା ଗ୍ରାମ ୫୫ନମ୍ବର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗଡ଼ସନ୍ତ୍ରୀ ଗାଁର ଫକୀର ମୋହନ ମାଝୀ (୭୦)।ଫକୀର ଘରକୁ ବାଇକରେ ଆସୁଥିବା ବେଳେ…
