ଭାରସାମ୍ୟ ହରାଇ ବ୍ରିଜ୍ ଉପରୁ ୩୦ ଫୁଟ୍ ତଳକୁ ଖସିଲା ଟ୍ରକ୍: ଡ୍ରାଇଭର ଗୁରୁତର
ଅନୁଗୋଳ: ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ଉପଖଣ୍ଡର କିଆକଟା-ବଇଣ୍ଡା ୬୨ ନମ୍ବର ରାଜ୍ୟ ରାଜପଥର ପୁରୁଣାମାଣତ୍ରୀ ବ୍ରିଜ୍ ଉପରେ ଯାଉଥିବା ଏକ ଟ୍ରକ୍ ଭାରସାମ୍ୟ ହରାଇ ବ୍ୟାରିକେଡ୍ ଭାଙ୍ଗି ପ୍ରାୟ ୩୦ ଫୁଟ୍ ତଳକୁ ଖସିପଡ଼ିଛି। ଏହି ଭୟଙ୍କର ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର…




