ଘରୋଇ କଳିର କରୁଣ ପରିଣତି: ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର
ଅନୁଗୁଳ: ସାମାନ୍ୟ ଝଗଡ଼ାରୁ ସ୍ତ୍ରୀକୁ ମରଣାନ୍ତକ ଆକ୍ରମଣ। ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର।ପାଳଲହଡ଼ା ଥାନା ଅନ୍ତର୍ଗତ ପେଚାମୁଣ୍ଡି ପଞ୍ଚାୟତ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ସୂଚନା ମୁତାବକ, ଗୀତା ମୁଣ୍ଡା ଓ ତାଙ୍କ ସ୍ୱାମୀ ସିଧୁ…