ସଟ୍ ସର୍କିଟ ଯୋଗୁଁ ଜଳିଗଲା ଇଲେକ୍ଟ୍ରିକାଲ ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ଅନୁଗୁଳ : ଅନୁଗୁଳ ଥାନା ରାଜ୍ ହୋଟେଲ ନିକଟରେ ଥିବା ଏକ ଇଲେକ୍ଟ୍ରିକାଲ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ସଟ୍ ସର୍କିଟ ଯୋଗୁଁ ଦୋକାନରେ ନିଆଁ ଲାଗି ଥିବା ଅନୁମାନ କରାଯାଉଛି। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।…
