ଶୈଳଶ୍ରୀକ୍ଷେତ୍ରରେ ଦେବ ଦୀପାବଳି
ଅନୁଗୁଳ: ମହାପ୍ରଭୁ ଶ୍ରୀଜଗନ୍ନାଥ ମନୁଷ୍ୟମାନଙ୍କ ଭଳି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିନି ଦିନ ଦୀପଦାନ କରନ୍ତି। ମାର୍ଗଶୀର କୃଷ୍ଣ ଚତୁର୍ଦଶୀ ଦିନ ଅଦିତି କଶ୍ୟପଙ୍କୁ , ଅମାବାସ୍ୟାରେ ଦଶରଥ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ , ପ୍ରତିପଦା ଦିନ ବସୁଦେବ ଦେବକୀ, ନନ୍ଦ ଯଶୋଦା, ଇନ୍ଦ୍ରଦ୍ୟୁମ୍ନ-…
