ଅନୁଗୁଳ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ରାଷ୍ଟ୍ରୀୟ ନବବର୍ଷ ପାଳିତ
ଅନୁଗୁଳ: ସ୍ଥାନୀୟ ଗାନ୍ଧିମାର୍ଗ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଆଜି ରାଷ୍ଟ୍ରୀୟ ନବବର୍ଷ ମହାସମାରୋହରେ ପାଳିତ ହୋଇଛି। ଏ ଅବସରରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ତରୁଣ କୁମାର ଦେହୁରୀ ମୁଖ୍ୟ ଅତିଥି ଭାବରେ ଉପସ୍ଥିତ ରହି ଆଜି ଦିବସର ମହତ୍ତ୍ଵ…
