ପାଳଲହଡ଼ାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି, ୬ଟିର ହେଲା ତତ୍କାଳ ସମାଧାନ
ଅନୁଗୋଳ: ଉପଜିଲ୍ଲାପାଳଙ୍କ ସଭାଗୃହରେ ସୋମବାର ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ଜିଲ୍ଲାପାଳ ଅବଦାଲ୍ ଏମ୍. ଅଖତରଙ୍କ ସମେତ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଶିବିରରେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।ଶିବିରରେ ମୋଟ ୯୮ଟି ଅଭିଯୋଗ ଗ୍ରହଣ…




