ଜାତୀୟ ମୂକ ବଧିର କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦଘାଟିତ, ପ୍ରଥମ ମ୍ୟାଚରେ ଆନ୍ଧ୍ରକୁ ହରାଇଲା ଓଡ଼ିଶା

ଅନୁଗୁଳ: ଓଡ଼ିଶା-ଆନ୍ଧ୍ରପ୍ରଦେଶ-ଉତ୍ତରପ୍ରଦେଶ ତିନୋଟି ଦଳକୁ ନେଇ ଗୁରୁବାର ପୂର୍ବାହ୍ନରେ ଆରମ୍ଭ ହୋଇଛି ଜାତୀୟ ମୂକ ବଧିର ଟ୍ରାଏ୍ ସିରିଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ। ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରାଜୀବ ଲୋଚନ ପଣ୍ଡା ଯୋଗଦେଇ ଟୁର୍ଣ୍ଣାମେଣ୍ଟ ଉଦଘାଟନ୍ କରିଥିବା ବେଳେ…

Continue Readingଜାତୀୟ ମୂକ ବଧିର କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦଘାଟିତ, ପ୍ରଥମ ମ୍ୟାଚରେ ଆନ୍ଧ୍ରକୁ ହରାଇଲା ଓଡ଼ିଶା

ପବିତ୍ର ମୋହନ ପ୍ରଧାନ ମେଡିକାଲ ହେବ ସୁପର ସ୍ପେଶାଲିଷ୍ଟ ହସ୍ପିଟାଲ, ପ୍ରତିଶ୍ରୁତି ଦେଲେ ଜିଲ୍ଲାପାଳ

ଅନୁଗୁଳ: ଏମସିଏଲ ପକ୍ଷରୁ ତାଳଚେରରେ ନିର୍ମିତ ପବିତ୍ର ମୋହନ ପ୍ରଧାନ ମେଡିକାଲ ହେବ ସୁପରସ୍ପେଶାଲିଷ୍ଟ ହସ୍ପିଟାଲ। ଏନେଇ ସୂଚନା ଦେଇଛନ୍ତି ଅନୁଗୁଳ ଜିଲ୍ଲାପାଳ ମହମ୍ମଦ ଅବଦଲ ଅଖତାର।ତାଳଚେର ପବିତ୍ର ମୋହନ ମେଡ଼ିକାଲ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପବିତ୍ର ମୋହନ ମେଡିକାଲ କଲେଜରେ…

Continue Readingପବିତ୍ର ମୋହନ ପ୍ରଧାନ ମେଡିକାଲ ହେବ ସୁପର ସ୍ପେଶାଲିଷ୍ଟ ହସ୍ପିଟାଲ, ପ୍ରତିଶ୍ରୁତି ଦେଲେ ଜିଲ୍ଲାପାଳ

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରି ଅନୁଗୁଳ ଜିଲ୍ଲାର ଉନ୍ନତି ନେଇ ଆଲୋଚନା କଲେ ବିଧାୟକ

ଅନୁଗୁଳ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମାର୍ଗଦର୍ଶନରେ ଆଜି ଅନୁଗୁଳ ବିଧାନସଭା ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ ରାଷ୍ଟ୍ରପତି ଭବନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରି ଅନୁଗୁଳ ଜିଲ୍ଲାର ବିଭିନ୍ନ ଉନ୍ନତିମୂଳକ ବିଷୟ ସମ୍ଵନ୍ଧରେ ଆଲୋଚନା…

Continue Readingରାଷ୍ଟ୍ରପତିଙ୍କୁ ସାକ୍ଷାତ କରି ଅନୁଗୁଳ ଜିଲ୍ଲାର ଉନ୍ନତି ନେଇ ଆଲୋଚନା କଲେ ବିଧାୟକ

ଅନୁଗୁଳରେ ପ୍ରଦୂଷଣ ଉପରମୁହାଁ: ଉଦବେଗ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ପରିବେଶ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଅନୁଗୁଳ: ଅନୁଗୁଳ ଶିଳ୍ପାଞ୍ଚଳରେ ବଢୁଥିବା ବାୟୁ ପ୍ରଦୂଷଣ ସମସ୍ୟାକୁ ନେଇ ଗଭୀର ଉଦବେଗ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହାର ସ୍ଥାୟୀ ସମାଧାନ ପାଇଁ କେନ୍ଦ୍ରମନ୍ତ୍ରୀ କେନ୍ଦ୍ର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ, କେନ୍ଦ୍ର…

Continue Readingଅନୁଗୁଳରେ ପ୍ରଦୂଷଣ ଉପରମୁହାଁ: ଉଦବେଗ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ପରିବେଶ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ଚିଠି

ବାଜି ରାଉତ ଛାତ୍ରାବାସ ଜମି ହଡ଼ପ ପାଇଁ ଷଡ଼ଯନ୍ତ୍ର: ସାମ୍ବାଦିକ ସମ୍ମିଳନୀରେ ଖୁଲାସା

ଅନୁଗୁଳ: ଅନୁଗୁଳ ତଥା ଓଡ଼ିଶାର ଐତିହ୍ୟସମ୍ପନ୍ନ ବାଜି ରାଉତ ଛାତ୍ରାବାସର ମୂଲ୍ୟବାନ ଜମି ହଡ଼ପ ପାଇଁ କିଛି ନ୍ୟସ୍ତ ସ୍ବାର୍ଥ ବ୍ୟକ୍ତି ଉଦ୍ୟମ କରିବା ନେଇ ଛାତ୍ରାବାସ କମିଟି ପକ୍ଷରୁ ଏକ ସାମ୍ବାଦିକ।ସମ୍ମିଳନୀ ଡକାଯାଇଥିଲା। ଆଶ୍ରମ ପରିସରରେ ଆୟୋଜିତ ଏହି ସମ୍ମିଳନୀରେ…

Continue Readingବାଜି ରାଉତ ଛାତ୍ରାବାସ ଜମି ହଡ଼ପ ପାଇଁ ଷଡ଼ଯନ୍ତ୍ର: ସାମ୍ବାଦିକ ସମ୍ମିଳନୀରେ ଖୁଲାସା

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ: ଏକତା ସମାବେଶ ଓ କ୍ରୀଡ଼ା ପ୍ରତିଯୋଗିତା ଆୟୋଜିତ

ଅନୁଗୁଳ: ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଉପଲକ୍ଷେ ଇନଡୋର ଷ୍ଟାଡିୟମଠାରେ ୨ଦିନିଆ ଏକତା ସମାବେଶ ଓ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅନୁଗୁଳ ସ୍ଵୟଂଶାସିତ ମହାବିଦ୍ୟାଳୟର ପ୍ରଫେସର ସୁଶାନ୍ତ କୁମାର ପ୍ରଧାନ ଯୋଗ…

Continue Readingସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ: ଏକତା ସମାବେଶ ଓ କ୍ରୀଡ଼ା ପ୍ରତିଯୋଗିତା ଆୟୋଜିତ

ଜିଲ୍ଲାସ୍ତରୀୟ ଧାନ ମଣ୍ଡି ଉଦଘାଟନ: ଚାଷୀଙ୍କ ଉଚିତ୍ ପ୍ରାପ୍ୟ ପାଇଁ ବିଧାୟକଙ୍କ ପରାମର୍ଶ

ଅନୁଗୁଳ: ଅନୁଗୁଳ ବ୍ଲକ୍ ବେନ୍ତପୁର ପ୍ରାଥମିକ କୃଷି ସମବାୟ ସମିତି ଠାରେ ଜିଲ୍ଲା ସ୍ତରୀୟ ଧାନ ମଣ୍ଡିର ଉଦଘାଟନ ହୋଇଛି। ଏହି ଅବସରରେ ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କଟନି ଛଟନି ବନ୍ଦ…

Continue Readingଜିଲ୍ଲାସ୍ତରୀୟ ଧାନ ମଣ୍ଡି ଉଦଘାଟନ: ଚାଷୀଙ୍କ ଉଚିତ୍ ପ୍ରାପ୍ୟ ପାଇଁ ବିଧାୟକଙ୍କ ପରାମର୍ଶ

ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା

ଅନୁଗୁଳ: ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଦକ୍ଷତା ବିକାଶ ତଥାନିୟୋଜନ କାର୍ଯ୍ୟାଳୟ ଦ୍ବାରା ତାଳଚେର ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟଠାରେ ବୁଧବାର ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥ୍ୟ ଭାବେ ତାଳଚେର ବିଧାୟକ ବ୍ରଜକିଶୋର…

Continue Readingଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା

ଅନୁଗୁଳ ଜେଲ୍‌ରେ କଏଦୀଙ୍କ ମୃତ୍ୟୁ: ହୃଦ୍‌ଘାତରେ ମୃତ୍ୟୁ ହୋଇଥିବା ସନ୍ଦେହ

ଅନୁଗୁଳ: ଅନୁଗୁଳ ଜେଲ୍‌ରେ ସଜା କାଟୁଥିବା ଜଣେ କଏଦୀ ପରଲୋକ ହୋଇଯାଇଛି। ସେ ହେଉଛନ୍ତି ଜଗବନ୍ଧୁ ଭୋଇ (୫୦)। ସେ ସହର ଉପକଣ୍ଠ କୁମଣ୍ଡ ପଞ୍ଚାୟତ ବେଲସୁଣ୍ଠା ଗ୍ରାମର ବାସିନ୍ଦା ଥିଲେ। ଜଗବନ୍ଧୁ ୨୦୨୪ରେ ଏକ ହତ୍ୟା ମାମଲାରେ ଗିରଫ ହୋଇ…

Continue Readingଅନୁଗୁଳ ଜେଲ୍‌ରେ କଏଦୀଙ୍କ ମୃତ୍ୟୁ: ହୃଦ୍‌ଘାତରେ ମୃତ୍ୟୁ ହୋଇଥିବା ସନ୍ଦେହ

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ

ଅନୁଗୁଳ: ଜିଲ୍ଲାର ପ୍ରାଥମିକ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ଓଡିଶା ସରକାର ନେଇଛନ୍ତି ପଦକ୍ଷେପ। ଏଥିପାଇଁ ବିଦ୍ୟାଳୟର ଭିତ୍ତିଭୂମି ଓ ଉନ୍ନତମାନର ଶିକ୍ଷା ବ୍ୟବସ୍ଥା ପାଇଁ ଓଡିଶାର ପ୍ରତି ବ୍ଲକରେ ୨ଟି ଲେଖା ପ୍ରାଥମିକ ବିଦ୍ୟାଳୟକୁ ଗୋଦାବରୀଶ ମିଶ୍ର ଆଦର୍ଶ…

Continue Readingଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ