ଏକାଡେମିକ୍ କ୍ୟାଲେଣ୍ଡର ପ୍ରକାଶିତ: ମେ’ ୬ରୁ ଜୁନ୍ ୧୯ ଯାଏଁ ଖରା ଛୁଟି
ଭୁବନେଶ୍ୱର : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷା ବର୍ଷ ପାଇଁ ଏକାଡେମିକ୍ କ୍ୟାଲେଣ୍ଡର ପ୍ରକାଶ ପାଇଛି । ଏଥିରେ କାର୍ଯ୍ୟଦିବସଠୁ ଆରମ୍ଭ କରି ଛୁଟି, ପରୀକ୍ଷା ସମୟ ଆଦି ପ୍ରକାଶ କରାଯାଇଛି । ଏକାଡେମିକ୍ କ୍ୟାଲେଣ୍ଡର ଅନୁଯାୟୀ,…
