ଅନୁଗୁଳ ଜିଲ୍ଲା ଟ୍ରକ ମାଲିକ ସଂଘ ସହ ନାଲକୋର ବୈଠକ: ୯୦ ପ୍ରତିଶତ ଆଲୁମିନିୟମ ପରିବହନ ପାଇଁ ଦାବି
ଅନୁଗୁଳ: ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ଖଣି ମନ୍ତ୍ରୀ ଜି.କିଶନ ରେଡ୍ଡୀଙ୍କ ନିର୍ଦ୍ଦେଶକ୍ରମେ ଓ ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନଙ୍କ ଉଦ୍ୟମ ଓ ନାଲକୋ ସିଏମଡିଙ୍କ ନିମନ୍ତ୍ରଣରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଅନୁଗୁଳ ଜିଲ୍ଲା ଟ୍ରକ…