ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଓ ଜରିମାନା
ଅନୁଗୁଳ: ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଅନୁଗୁଳ ଅତିରିକ୍ତ ଜିଲ୍ଲା ଜଜ୍ ତଥା ସ୍ୱତନ୍ତ୍ର ଜଜ୍ ପୋକସୋ। ସୂଚନା ମୁତାବକ, ଗତ ୨୭.୧୦.୨୦୨୧ ରାତି ୯ଟା ବେଳେ ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଅଞ୍ଚଳର ଜଣେ…
