କୁମ୍ଭମେଳା ପାଇଁ ଓଡ଼ିଶାରୁ ଗଡ଼ିବ ଟ୍ରେନ, ୭ଟି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା କଲା ପୂର୍ବତଟ ରେଲୱେ
ଭୁବନେଶ୍ବର: କୁମ୍ଭମେଳା ପାଇଁ ଓଡ଼ିଶାରୁ ଗଡ଼ିବ ଟ୍ରେନ। ପ୍ରୟାଗରାଜ ଅଭିମୁଖେ ପୂର୍ବତଟ ରେଲୱେ ପକ୍ଷରୁ ୭ଟି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା ହୋଇଛି। ଏହି ଟ୍ରେନ୍ ଗୁଡିକ ହେଲା, ଭୁବନେଶ୍ବର-ତୁଣ୍ଡଲା-ଭୁବନେଶ୍ବର କୁମ୍ଭ ମେଳା ସ୍ପେଶାଲ। ଏହି ଟ୍ରେନ୍ ଖୋର୍ଦ୍ଧା, କଟକ, ଯାଜପୁର ଏବଂ…
