ରେଫର କରିବାରେ ଆଗରେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ଦନ୍ତ ଚିକିତ୍ସା ସରଞ୍ଜାମ ଥାଇ ବି ବାହାରକୁ ଯାଉଛନ୍ତି ରୋଗୀ
ଅନୁଗୁଳ: ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏଠାରେ ଡାକ୍ତର ନିଜେ ରୋଗୀ ସେବା କରିବେ କଣ ରୋଗୀଙ୍କୁ ଅନ୍ୟତ୍ର ଯିବାକୁ ଇଙ୍ଗିତ କରୁଥିବା ଦେଖିବାକୁ ମିଳିଛି। ଏଥିସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସାଧାରଣ ଲୋକଙ୍କ ସ୍ୱାସ୍ଥ୍ୟ…
