ତାଳଚେରରେ କୋଇଲା ଚୋରୀ: ଉଚ୍ଚସ୍ତରୀୟ ତଦନ୍ତ ଦାବି
ତାଳଚେର: ଅନୁଗୁଳ ଜିଲ୍ଲା ତାଳଚେର ଅଞ୍ଚଳରେ ଦିନକୁ ଦିନ ବଢ଼ୁଥିବା କୋଇଲା ଚୋରୀ ରୋକିବା ଓ ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଘଂଟପଡା ଟ୍ରକ୍ ମାଲିକ ସଂଘ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତାଳଚେର ଉପଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛି। ଦାବିପତ୍ରରେ ଉଲ୍ଲେଖ କରାଯାଇଛି…
