ବନ୍ତଳାରେ ଗୁଳିକାଣ୍ଡ: ଯୁବକ ଗୁରୁତର, ଦୁର୍ବୃତ୍ତ ଫେରାର
ଅନୁଗୋଳ: ଅନୁଗୋଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ବନ୍ତଳା ଗାଁର ନିମ ଛକରେ ମଙ୍ଗଳବାର ଗୁଳିକାଣ୍ଡ ଘଟି ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଗୁଳିମାଡ଼ରେ ଗୁରୁତର ଯୁବକ ଜଣକ ବନ୍ତଳା ଗାଁର ସୁଶାନ୍ତ ପ୍ରଧାନ ବୋଲି ଜଣାପଡ଼ିଛି। ଘଟଣା ପରେ…
ଅନୁଗୋଳ: ଅନୁଗୋଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ବନ୍ତଳା ଗାଁର ନିମ ଛକରେ ମଙ୍ଗଳବାର ଗୁଳିକାଣ୍ଡ ଘଟି ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଗୁଳିମାଡ଼ରେ ଗୁରୁତର ଯୁବକ ଜଣକ ବନ୍ତଳା ଗାଁର ସୁଶାନ୍ତ ପ୍ରଧାନ ବୋଲି ଜଣାପଡ଼ିଛି। ଘଟଣା ପରେ…
ଅନୁଗୋଳ: କଳାହିରା ସହର ତାଳଚେରରେ ଭାରତୀୟ ଜନତା ପାର୍ଟିକୁ ବଡ଼ ଝଟକା ଲାଗିଛି। ବିଜେପିର ୨ଟି ଆଞ୍ଚଳିକ ଶ୍ରମିକ ସଂଘର ୭୦ରୁ ଉର୍ଦ୍ଧ୍ୱ ସକ୍ରିୟ କାର୍ଯ୍ୟକର୍ତ୍ତା ଆଜି ବିଜେପି ଛାଡ଼ି ବିଜୁ ଜନତା ଦଳରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି। ଅନୁଗୋଳ…
ଅନୁଗୋଳ: ତାଳଚେର କଳାହୀରା ସହରର ୧୪୯ନଂ ଜାତୀୟ ରାଜପଥ ଦୀର୍ଘ ବର୍ଷ ହେବ ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ରାସ୍ତାରେ ଯାତାୟାତ କରିବା ସମ୍ଭବ ହେଉନାହିଁ। ପ୍ରତ୍ୟେକ ଦିନ ଏହି ରାସ୍ତାରେ ଦୁର୍ଘଟଣା ଘଟୁଥିବାର ଭିଡ଼ିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ରାସ୍ତାରେ…
ଅନୁଗୋଳ: ଜଣେ ଶିକ୍ଷକଙ୍କୁ ଅନ୍ୟ ବିଦ୍ୟାଳୟକୁ ବଦଳି କରିବାକୁ ବିରୋଧ କରି ବିଦ୍ୟାଳୟ ପରିଚାଳନା କମିଟି ସଭାପତି, ସଦସ୍ୟ, ଛାତ୍ରଛାତ୍ରୀ, ଗ୍ରାମବାସୀ ଓ ଅଭିଭାବକ ଜିଲ୍ଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ବସଲା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ…
ଅନୁଗୋଳ: ବଦଳିଲେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଓ ଉପଜିଲ୍ଲାପାଳ। ସୋମବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ଶାସନ ସଚିବ…
ଅନୁଗୋଳ: ଅନୁଗୋଳ ସହରର ପୁରୁଣା ବସ୍ଷ୍ଟାଣ୍ଡ ନିକଟରୁ ଅପହୃତ ଜଣେ ଯୁବତୀଙ୍କୁ ମଧ୍ୟପ୍ରଦେଶର ସାଗର ଅଞ୍ଚଳରୁ ପୁଲିସ ଉଦ୍ଧାର କରିଛି। ଅପହରଣର ୭୨ ଘଣ୍ଟା ମଧ୍ୟରେ ଯୁବତୀଙ୍କୁ ଉଦ୍ଧାର କରିବା ସହ ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ପୁଲିସ ଗିରଫ କରିଛି।ସୂଚନା…
ଅନୁଗୋଳ: ସମୟ ବଦଳିଛି, ବୟସ ବଢ଼ିଛି, ହେଲେ ବନ୍ଧୁତ୍ୱରେ ଆସିନାହିଁ କୌଣସି ଭଟ୍ଟା। ଦୀର୍ଘ ୫୧ ବର୍ଷ ପରେ ଏକାଠି ହୋଇ ପୁରୁଣା ଦିନର ସ୍ମୃତି ସାଉଁଟିଛନ୍ତି ପାଞ୍ଚ ସହପାଠୀ। ୧୯୭୩ ମସିହାରେ ଛେଣ୍ଡିପଦା ଶିକ୍ଷକ ତାଲିମ କେନ୍ଦ୍ରରେ ତାଲିମ ନେବା…
ଅନୁଗୋଳ: ସିକଲ ସେଲ ରୋଗୀଙ୍କୁ ନିମୋକୋକାଲ୍ ସଂକ୍ରମଣରୁ ସୁରକ୍ଷା ଦେବା ଲକ୍ଷ୍ୟରେ ଅନୁଗୋଳ ଜିଲ୍ଲାରେ ସ୍ୱତନ୍ତ୍ର ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଏହାର ଶୁଭାରମ୍ଭ କରିଥିଲେ। ଜିଲ୍ଲାରେ ଚିହ୍ନଟ ୧୭୮୫ ଜଣ…
ଅନୁଗୋଳ: ଅନୁଗୋଳ ସହରରେ ଦୁର୍ଗାପୂଜା ଓ ଲକ୍ଷ୍ମୀପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ ସୋମବାର ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ହୋଇଛି। ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ ସମସ୍ତଙ୍କ ସହଯୋଗ କାମନା କରିଥିବାବେଳେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ…
ଅନୁଗୋଳ: ଆଜି ଜିଲ୍ଲାପାଳ ଅବଦାଲ୍ ମହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ତାଳଚେର ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜନଶୁଣାଣି ଶିବିରରେ ମୋଟ ୬୩ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୪୮ଟି ବ୍ୟକ୍ତିଗତ ଓ ୧୫ଟି…