ନବକୃଷ୍ଣ ଚୌଧୁରୀ ମହାବିଦ୍ୟାଳୟର ପ୍ଲାଟିନମ୍ ଜୟନ୍ତୀ ଉଦଯାପିତ, ସାର୍ଥକ ମଣିଷ ହେବା ପାଇଁ ଆହ୍ୱାନ
ଅନୁଗୁଳ: ସ୍ଥାନୀୟ ନବକୃଷ୍ଣ ଚୌଧୁରୀ ମହାବିଦ୍ୟାଳୟର ପ୍ଲାଟିନମ୍ ଜୟନ୍ତୀ ମହୋତ୍ସବ ମହାସମାରୋହରେ ଉଦଯାପିତ ହୋଇଛି। ଅଧ୍ୟକ୍ଷା ଡକ୍ଟର ଦ୍ରୌପଦୀ ପଟେଲଙ୍କ ସଭାପତିତ୍ବରେ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବରିଷ୍ଠ ଗାନ୍ଧିବାଦୀ ସମାଜସେବୀ କୃଷ୍ଣା ମହାନ୍ତି ଯୋଗଦାନ କରି…




