ରାଜ୍ୟ ସ୍ତରୀୟ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ ଶୁଭାରମ୍ଭ
ଅନୁଗୁଳ: ଅନୁଗୁଳ ସରକାରୀ ସ୍ବୟଂ ଶାସିତ ମହାବିଦ୍ୟାଳୟ ଠାରେ ଶନିବାର ରାଜ୍ୟ ସ୍ତରୀୟ ଫାଇଲେରିଆ (ବାତଜ୍ଵର) ନିରାକରଣ ଅଭିଯାନ ଅନ୍ତର୍ଗତ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଓଡିଶାର ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ,…
