ଯୁକ୍ତ ଦୁଇ ଇନ୍ଷ୍ଟାଣ୍ଟ ପରୀକ୍ଷା: ଆଜିଠୁ ଆରମ୍ଭ ହେଉଛି ଦ୍ୱିତୀୟ ପର୍ଯ୍ୟାୟ ଆବେଦନ
ଭୁବନେଶ୍ୱର: ଯୁକ୍ତ ଦୁଇ ଇନ୍ଷ୍ଟାଣ୍ଟ ପରୀକ୍ଷା ପାଇଁ ଆଜିଠୁ ଆରମ୍ଭ ହେଉଛି ଦ୍ୱିତୀୟ ପର୍ଯ୍ୟାୟ ଆବେଦନ। ଯେଉଁ ଛାତ୍ରଛାତ୍ରୀ ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷା ପରୀକ୍ଷାରେ ଏଗ୍ରିଗେଟ୍ ମାର୍କ ରଖି ସମସ୍ତ ବିଷୟରେ ପାସ୍ ହୋଇ…



