୮ ବର୍ଷ ପରେ ହେବ ଛାତ୍ର ସଂସଦ ନିର୍ବାଚନ, ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ
ଭୁବନେଶ୍ୱର: ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ଏହାକୁ ନେଇ ଛାତ୍ର ମହଲରେ ଉତ୍ସାହ ପ୍ରକାଶ ପାଇଛି। ଛାତ୍ର ସଂସଦ ନିର୍ବାଚନ ଘୋଷଣା ଦାବିରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ…




