ଜିଲ୍ଲାସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ: ଅନୁସୂଚିତ ଜାତି ଓ ଜନଜାତିର ମହିଳାଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ଉପରେ ଗୁରୁତ୍ୱାରୋପ
ଅନୁଗୁଳ: ଆଜି ପୂର୍ବାହ୍ନରେ ଅନୁଗୁଳ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବୈଠକରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ ଅଧ୍ୟକ୍ଷତା କରି ମହିଳା ସଶକ୍ତିକରଣରେ ଆମ ରାଜ୍ୟ ଆଗରେ ଅଛି ଓ ଭାରତୀୟ ମହିଳା…
