ଆଦର୍ଶ ଗ୍ରୁପ୍ ଅଫ ଇନଷ୍ଟିଚ୍ୟୁସନସ ପକ୍ଷରୁ ପ୍ରତିଭା ସମ୍ମାନ ସମାରୋହ
ଅନୁଗୁଳ: ଆଜି ସ୍ଥାନୀୟ ସଭାଘର ଠାରେ ଆଦର୍ଶ ଗ୍ରୁପ୍ ଅଫ ଇନଷ୍ଟିଚ୍ୟୁସନସର ମୁଖ୍ୟ ତଥା ବିଶିଷ୍ଟ ସମାଜସେବୀ ମହେଶ ଚନ୍ଦ୍ର ଧଳଙ୍କ ପକ୍ଷରୁ ଏକ ପ୍ରତିଭା ସମ୍ମାନ ସମାରୋହ ଆୟୋଜିତ ହୋଇଥିଲା।ନବକୃଷ୍ଣ ଚୌଧୁରୀ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଡ଼ା…
