ଆସୁଛନ୍ତି ବିଘ୍ନ ବିନାୟକ: ତାଳଚେର ଗଣେଶ ପୂଜା କେନ୍ଦ୍ରୀୟ କମିଟି ପକ୍ଷରୁ ଦ୍ୱିତୀୟ ପ୍ରସ୍ତୁତି ବୈଠକ ଆୟୋଜିତ, ଟ୍ରାଫିକ ପରିଚାଳନା ଓ ଭକ୍ତଙ୍କ ସୁରକ୍ଷାକୁ ଗୁରୁତ୍ୱ
ତାଳଚେର: ତାଳଚେର ଉପଜିଲ୍ଲାପାଳଙ୍କ କନ୍ଫରେନ୍ସ ହଲରେ ଆଜି ଗଣେଶ ପୂଜା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ତାଳଚେର କେନ୍ଦ୍ରୀୟ ଗଣେଶ ପୂଜା କମିଟିର ସଭାପତି ତଥା ଉପଜିଲ୍ଲାପାଳ ମନୋଜ କୁମାର ତ୍ରିପାଠୀଙ୍କ ଅଧକ୍ଷତାରେ ଆୟୋଜିତ ଏହି ବୈଠକରେ ସାଧାରଣ ସମ୍ପାଦକ…




