ମେ’ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ, ଏଥର ହ୍ୱାଟସ୍ଆପ୍ରେ ମିଳିବ ପରୀକ୍ଷା ଫଳ
କଟକ: ଚଳିତ ମାସରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ମେ ମାସ ଶେଷ ଆଡ଼କୁ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ କରାଇବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଲକ୍ଷ୍ୟ ରଖିଛି ବୋଲି ସୂଚନା ମିଳିଛି। ନିର୍ବାଚନୀ ତାଲିମ୍ କାର୍ଯ୍ୟ…



