ଆରମ୍ଭ ହେଲେ ତାଳଚେରର ପଡ଼ିରହିଥିବା ଅଧାପନ୍ତରିଆ ରାସ୍ତା କାମ: ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ପରେ ୭ ଦିନ ଧରି ଚାଲିଥିବା ଆନ୍ଦୋଳନ ସ୍ଥଗିତ
ତାଳଚେର: ଦାବି ପୂରଣ ପରେ ଢେଙ୍କାନାଳ ସାଂସଦ ମହେଶ ସାହୁଙ୍କ ନେତୃତ୍ୱରେ ଚାଲିଥିବା ତାଳଚେର ଗୋଡ଼ିବନ୍ଧ-ଏନଟିପିସି ରାସ୍ତା ଅବରୋଧ ଆନ୍ଦୋଳନ ଆଜି ପ୍ରତ୍ୟାହାର ହୋଇଛି। ଆଜି ସ୍ଥାନୀୟ ଉପଜିଲ୍ଲାପାଳ ମନୋଜ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକ ପରେ ଆନ୍ଦୋଳନ ବନ୍ଦ…



