ଅନୁଗୁଳରେ ବିଶ୍ୱ ସ୍ୱାସ୍ଥ୍ୟ ଦିବସ
ଅନୁଗୁଳ: ଆଜି ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ସକାଳେ ଓମ୍ସା ସାଧାରଣ ସମ୍ପାଦକ ଡା ବିଶ୍ୱଜିତ ସାମଲଙ୍କ ନେତୃତ୍ୱରେ ଏକ ଶୋଭାଯାତ୍ରା ନଗର ପରିକ୍ରମା କରିଥିଲା। ଏଥିରେ ନର୍ସିଂ ଛାତ୍ରୀଙ୍କ…
