ବିଜେପିର ରାଜ୍ୟ ସଭାପତି ଭାବେ ନିଯୁକ୍ତ ହେଲେ ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ
ଭୁବନେଶ୍ୱର: ବିଜେପିର ରାଜ୍ୟ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ। ସମୀର ମହାନ୍ତିଙ୍କ ସ୍ଥାନରେ ସେ ଏହି ଦାୟିତ୍ବ ନିର୍ବାହ କରିବେ। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ମନମୋହନ ସାମଲଙ୍କୁ…
