ଆଜିଠୁ ବଢ଼ିବ ବର୍ଷା, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗ ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।…



