ଇଲେକ୍ଟ୍ରିକ ଖୁଣ୍ଟରେ ପିଟି ହୋଇ ରାସ୍ତା ତଳକୁ ଓଲଟି ପଡ଼ିଲା କାର୍, ୨ ଆହତ
ଅନୁଗୁଳ: ସ୍ଥାନୀୟ ବଅଁରପାଳ ବ୍ଲକ ଫୁଲପଡା ପଞ୍ଚାୟତ ବଉଳି ବ୍ରିଜ ନିକଟରେ ଭାରସାମ୍ୟ ହରାଇ ଏକ କାର ଓଲଟି ପଡ଼ିଛି। ରାସ୍ତା କଡ଼ରେ ଥିବା ଏକ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇ କାରଟି ଓଲଟି ପଡ଼ିଥିବା ଜଣାଯାଇଛି। ତେବେ ସୌଭାଗ୍ୟବଶତଃ କାରରେ…
