୫୪ ତମ ଜିଲ୍ଲା ପରିଷଦ ବୈଠକ, ବିଭିନ୍ନ ଉନ୍ନୟନ କାର୍ଯ୍ୟ ନେଇ ଆଲୋଚନା
ଅନୁଗୁଳ: ଅନୁଗୁଳ ଜିଲ୍ଲା ୫୪ ତମ ଜିଲ୍ଲା ପରିଷଦ ବୈଠକ ମଙ୍ଗଳବାର ସକାଳେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପରିଷଦ ସମ୍ମିଳନୀକକ୍ଷରେ ଅନୁଷ୍ଠିତ ଏହିଁ ବୈଠକରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଲଳିତ ମୋହନ ବେହେରା ଅଧ୍ୟକ୍ଷତା କରିଥିଲେ। ଏଥିରେ ଅନୁଗୁଳ…



