ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ
ଅନୁଗୋଳ: ଜାତୀୟ ଶିକ୍ଷାନୀତି-୨୦୨୦ ଆଧାରରେ ପ୍ରସ୍ତୁତ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ଅନୁଗୋଳ ଜିଲ୍ଲା କମିଟି ପକ୍ଷରୁ ରାଜା ଛକ ଠାରେ ବିକ୍ଷୋଭ ସହ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି। ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ପ୍ରକାଶନରେ ସମ୍ପୃକ୍ତ ଅଧିକାରୀଙ୍କୁ…




