ପ୍ରଧାନ ଆଇ କେୟାରରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ମାମଲା: ପ୍ରତି ପୀଡ଼ିତଙ୍କୁ ମିଳିବ ୧ ଲକ୍ଷ ଟଙ୍କାର ସହାୟତା
ଅନୁଗୁଳ: ଅନୁଗୁଳ ଅମଲାପଡ଼ାରେ ଥିବା ପ୍ରଧାନ ଆଇ କେୟାରରେ ଗତ ବର୍ଷ ଜୁନ ୨୦ ତାରିଖରେ ମୋତିଆ ବିନ୍ଦୁ ଅସ୍ତ୍ରୋପଚାର କରିଥିବା ମାମଲାରେ ରାଜ୍ୟ ସରକାର ୧୩ ଜଣ ପୀଡ଼ିତଙ୍କୁ ଲକ୍ଷେ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।ଉକ୍ତ…
