୭୫ତମ ଜିଲ୍ଲା ସ୍ତରୀୟ ସ୍ବାଧନତା ଦିବସ
ଅନୁଗୁଳ: ଅନୁଗୁଳ ଜିଲ୍ଲା ସ୍ତରୀୟ ୭୫ ତମ ସ୍ବାଧନତା ଦିବସ ରବିବାର ଷ୍ଟାଡିୟମ ପରିସରରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ପର୍ଯ୍ୟଟନ,ଓଡିଆ ଭାଷା,ସାହିତ୍ୟ ଓ ସଂସ୍କୃତି ରାଷ୍ଟ୍ରମନ୍ତ୍ରୀ(ସ୍ବାଧୀନ) ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା…



