ଜିଲ୍ଲାର ସମସ୍ତ ବିଦ୍ୟୁତ୍ ଅଫିସ୍ ଘେରିବ ବିଜେପି

ଅନୁଗୁଳ: ଅନୁଗୁଳ ଜିଲ୍ଲା ବିଜେପିର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଜିଲ୍ଲା ସଭାପତି ଡିଲେଶ୍ବର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଭର୍ଚ୍ୟୁଆଲ୍ ମୋଡରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାରେ ବାରମ୍ବାର ବିଦ୍ୟୁତ କାଟ, ଲୋ ଭୋଲଟେଜ, ବିଦ୍ୟୁତ ଦର ବୃଦ୍ଧି ଆଦି ସମସ୍ୟାକୁ…

Continue Readingଜିଲ୍ଲାର ସମସ୍ତ ବିଦ୍ୟୁତ୍ ଅଫିସ୍ ଘେରିବ ବିଜେପି

ତୈଳଦର ବୃଦ୍ଧି ପ୍ରତିବାଦରେ ଓଡିଶା ବନ୍ଦକୁ ସମର୍ଥନ

ଅନୁଗୁଳ: ଅନୁଗୁଳରେ ଗୁରୁବାର ସକାଳେ ଜିଲ୍ଲା କଂଗ୍ରେସ ପକ୍ଷରୁ ତୈଳଦର ସାଙ୍ଗକୁ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରବୃଦ୍ଧି ବିରୋଧରେ ବାମପନ୍ଥୀ ଦଳମାନେ ଦେଇଥିବା ଓଡିଶା ବନ୍ଦ ଡାକରାକୁ ସମର୍ଥନ କରି ଜିଲ୍ଲାର ବିଭିନ୍ନ ସ୍ଥାନରେ ବିକ୍ଷୋଭ କରାଯାଇଥିଲା। ଜିଲ୍ଲା କଂଗ୍ରେସ ସଭାପତି ବିପ୍ଳବ…

Continue Readingତୈଳଦର ବୃଦ୍ଧି ପ୍ରତିବାଦରେ ଓଡିଶା ବନ୍ଦକୁ ସମର୍ଥନ

ଡେଙ୍ଗୁ ନିରୋଧ ସଚେତନତା କାର୍ଯ୍ୟକ୍ରମ

ଅନୁଗୁଳ : ମାରାତ୍ମକ ରୋଗ ଡେଙ୍ଗୁର ମୁକାବିଲା ପାଇଁ ଜିଲ୍ଲା ସ୍ୱାସ୍ଥ୍ୟ ପ୍ରଶାସନ ଅଣ୍ଟା ଭିଡ଼ିଛି। ଜୁଲାଇ ମାସକୁ ଡେଙ୍ଗୁ ସଚେତନତା ମାସ ଭାବେ ପାଳନ କରାଯାଏ। ଏହି ଉପଲକ୍ଷେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରିବା ପାଇଁ ଡେଙ୍ଗୁ ନିରୋଧ ବୈଠକ…

Continue Readingଡେଙ୍ଗୁ ନିରୋଧ ସଚେତନତା କାର୍ଯ୍ୟକ୍ରମ

ତୈଳ ଦର ବୃଦ୍ଧି ପ୍ରତିବାଦରେ ଗୁରୁବାର ୬ ଘଣ୍ଟିଆ ଓଡ଼ିଶା ବନ୍ଦ

ଅନୁଗୁଳ: ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିର ବିରୋଧ । ଦର ବୃଦ୍ଧିକୁ ବିରୋଧ କରି ଆସନ୍ତାକାଲି ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି ବାମ ଦଳ । ସକାଳ ୬ଟାରୁ ଦିନ ୧୨ଟା…

Continue Readingତୈଳ ଦର ବୃଦ୍ଧି ପ୍ରତିବାଦରେ ଗୁରୁବାର ୬ ଘଣ୍ଟିଆ ଓଡ଼ିଶା ବନ୍ଦ

ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ

ଅନୁଗୁଳ: ପୂର୍ବ ଶତ୍ରୁତାରୁ ଜଘନ୍ୟ ହତ୍ୟା । ଜଣେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହତ୍ୟା ଅଭିଯୋଗ। ଛେଣ୍ଡିପଦା ଥାନା ପାତ୍ରପଡା ଗାଁରେ ମଙ୍ଗଳବାର ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ସେହି ଗାଁର ଜିତେନ୍ଦ୍ର ଧଳ । ଅଭିଯୁକ୍ତ…

Continue Readingଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ

ଲକ୍ଡ଼ାଉନରେ ଜୁଆର ଆସର

ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ସନ୍ତରା ବନ୍ଧ ଗ୍ରାମର ଲକ୍ଷ୍ମି ଠାକୁରାଣିଙ୍କ ଘରେ ଚାଲିଥିଲା ଜୁଆ ଆଡ୍ଡା ଉପରେ ସୋମବାର ରାତିରେ ଚଢାଉ କରାଯାଇଥିଲା। ସୂଚନା ମୁତାବକ ବିଶ୍ବସ୍ତ ସୂତ୍ରରୁ ଖବରପାଇ ପୁଲିସ୍ ଏହି ଚଢ଼ାଉ କରିଥିଲା। ଚଢ଼ାଉ…

Continue Readingଲକ୍ଡ଼ାଉନରେ ଜୁଆର ଆସର

ଗୁରୁମନ୍ତ୍ର ଦେଲେ ଧର୍ମେନ୍ଦ୍ର

ଅନୁଗୁଳ: ଅନୁଗୁଳ ଜିଲ୍ଲା ବିଜେପି କାର୍ଯ୍ୟକାରିଣୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭିଡ଼ିଓ କନଫରେନସିଂ ମାଧ୍ୟମରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ବିଜେପି ପ୍ରତି ଲୋକଙ୍କ ଆସ୍ଥା ଓ ବିଶ୍ୱାସକୁ ବଢ଼ାଇବା ତଥା ଦଳର ସଙ୍ଗଠନକୁ ସଶକ୍ତ…

Continue Readingଗୁରୁମନ୍ତ୍ର ଦେଲେ ଧର୍ମେନ୍ଦ୍ର

ପରିମଳ ପାଇଁ ଅଳିଆ ଗାଡ଼ି ଲୋକାର୍ପିତ

ଅନୁଗୁଳ: ପବିତ୍ର ରଥଯାତ୍ରାରେ ଲୋକାର୍ପିତ ହୋଇଛି ଅନୁଗୁଳ ପୌରପାଳିକାର ନୂଆ ଅଳିଆ ଗାଡ଼ି। ଉପ-ବାଚସ୍ପତି ରଜନୀକାନ୍ତ ସିଂହ ଗାଡ଼ିଗୁଡ଼ିକୁ ଲୋକାର୍ପିତ କରିଛନ୍ତି | ମ୍ୟୁନିସିପାଲିଟିରେ ବର୍ତମାନ ସଫେଇ ସମସ୍ୟା ଲାଗି ରହିଥିବା ବେଳେ ଘରକୁ ଘର ବୁଲି ଓଦା ଏବଂ ଶୁଖିଲା…

Continue Readingପରିମଳ ପାଇଁ ଅଳିଆ ଗାଡ଼ି ଲୋକାର୍ପିତ

ଗଡୁନି ମହାପ୍ରୟାଣ:ଲୋକେ ହନ୍ତସନ୍ତ

ଅନୁଗୁଳ: ଆଜକୁ ପ୍ରାୟ ତିନି ସପ୍ତାହ ହେବ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ଶବ ବାହକ ଗାଡି ମହାପ୍ରୟ।ଣ ଅଚଳ ଅବସ୍ଥାରେ ପଡିରହିଛି।ଏହାର ସୁଯୋଗ ନେଇ ଦଲାଲ ମାନେ ଘରୋଇ ଶବ ବାହକ ଗାଡି ଯୋଗାଡ଼ କରିଦେଇ ରୋଗୀଙ୍କ ସମ୍ପର୍କୀୟଙ୍କୁ ଶୋଷଣ ମୁହଁକୁ…

Continue Readingଗଡୁନି ମହାପ୍ରୟାଣ:ଲୋକେ ହନ୍ତସନ୍ତ

ଦାମୀ ଗାଡିରେ ଗଞ୍ଜେଇ ଚାଲାଣ

ଅନୁଗୁଳ: ଅନୁଗୁଳ ପୁଲିସ ରବିବାର ୧୨ କେଜି ଗଞ୍ଜେଇସହ ଏକ ଏନ୍ଡ଼ିଓଭର ଗାଡି ଜବତ କରିବାସହ ଏଥିରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ଗିରଫ କରିଛି। ସୂଚନା ମୁତାବକ ଏକ ବିଶ୍ବସ୍ତ ସୂତ୍ରରୁ ଖବରପାଇ ପୁଲିସ ଅନୁଗୁଳ ଷ୍ଟେଶନ ନିକଟରେ ଠିଆହୋଇଥିବା ଏହି…

Continue Readingଦାମୀ ଗାଡିରେ ଗଞ୍ଜେଇ ଚାଲାଣ