ଜିଲ୍ଲା ସଡକ ସୁରକ୍ଷା କମିଟି ବୈଠକ
ଅନୁଗୁଳ: ଜିଲ୍ଲା ସଡକ ସୁରକ୍ଷା କମିଟିର ଏକ ବୈଠକ ଆଜିଅପରାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ୍ ଅଖତରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକର ପ୍ରାରମ୍ଭରେ ଅଗଷ୍ଟ ମାସରେ ହୋଇଥିବା ଦୁର୍ଘଟଣା, ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ଓ ବିଭିନ୍ନ…
